ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି...

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। ଜଣେ ବଡ ଅପରାଧୀଙ୍କ ମୃତ୍ୟୁକୁ...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। କିଛିବର୍ଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା। କିନ୍ତୁ ପରେ ଭାଜପା ଓ ବିଜେଡି...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ ସେ ସାମିଲ ହେବେ ବୋଲି ଜଣାପଡିଛି।...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ।...

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ...

ମୋଦି-ବିଲ୍‌ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍‌ ସେବା

ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି, ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। ଏଆଇଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ଏହି ଦୁଇ ନେତା ଯୋଗ ଦେବା ପରେ...

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ  ଅନ୍‌ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ  ବାଧ୍ୟତାମୂଳକ କରାଯାଇଛି।...

ସୌମ୍ୟଙ୍କ ବାସଭବନରେ ପ୍ରଣବ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨୯।୩ (ଅନିଲ ଦାସ):୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି, ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଦଳ ବଦଳଠାରୁ ଆରମ୍ଭ କରି ପାର୍ଟି ଭିତରେ ଅନ୍ତଃ କନ୍ଦଳ ଦେଖିବାକୁ ମଧ୍ୟ ମିଳୁଛି। ଅନ୍ୟପକ୍ଷରେ ଟିକେଟ ପାଇବା ପାଇଁ ଆଶାୟୀଙ୍କ...

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି....

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ।...

ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ

ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍‌ଓ) ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହ୍ୟୁମାନ୍‌ ଡେଭେଲପ୍‌ମେଣ୍ଟ (ଆଇଏଚ୍‌ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍‌ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି...

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୩ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୨୧ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୮ ମାର୍ଚ୍ଚ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୮ ମାର୍ଚ୍ଚ, ୨୦୨୪ )

View

ଅନ୍ତର୍ଜାତୀୟ

ଜୀବନଚର୍ଯ୍ୟା

Video News

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ

‘ଧରିତ୍ରୀକୁ ୫୦ ବର୍ଷ ନୁହେଁ ଏମିତି ୧୦୦ ବର୍ଷ ପୁରୁଥାଉ’ – ସନ୍ତୁ ନିଜେ

‘ସ୍ୱାଧୀନ ସାମ୍ବାଦିକତା ପାଇଁ ଧରିତ୍ରୀ ଲୋକପ୍ରିୟ’ ମିତେଶ ଖିମଜି